www.samajalive.in
Monday, December 8, 2025
24.1 C
Bhubaneswar

ରାଷ୍ଟ୍ରପତି ମୁର୍ମୁଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିନନ୍ଦନ

ଡେସ୍କ: ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ ‘କମ୍ପାନିଅନ୍ ଅଫ୍ ଦି ଅର୍ଡର ଅଫ୍ ଫିଜି’ରେ ସମ୍ମାନିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଅତ୍ୟନ୍ତ ଗର୍ବ ଏବଂ ଖୁସିର ମୁହୂର୍ତ୍ତ। ଏହି ପୁରସ୍କାର ରାଷ୍ଟ୍ରପତି ମୁର୍ମୁଙ୍କ ନେତୃତ୍ୱ ଏବଂ ଦୁଇ ଦେଶର ଲୋକଙ୍କ ମଧ୍ୟରେ ଐତିହାସିକ ସମ୍ପର୍କର ପ୍ରତୀକ ବୋଲି ଶ୍ରୀ ମୋଦୀ କହିଛନ୍ତି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories