www.samajalive.in
Sunday, December 7, 2025
14.1 C
Bhubaneswar

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ଵର: ଆଜି ରାଜ୍ୟ କ୍ୟାବିନେଟ୍। ପୂର୍ବାହ୍ନରେ ଲୋକସେବା ଭବନରେ ଚତୁର୍ଥ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକ​‌ରେ ବହୁ ଗୁରୁତ୍ଵପୂର୍ଣ୍ଣ ବିଷୟରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ବିଶେଷ କରି ରତ୍ନଭଣ୍ଡାର ମରାମତି ନେଇ ଏସଓପି  ସହିତ ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପ ଉପରେ କ୍ୟାବିନେଟ୍ ମୋହର ଲାଗିବ। ବିଶେଷ କରି  ଆୟୁଷ୍ମାନ୍ ଯୋଜନା ସହିତ ବଜେଟ୍ ରେ ପ୍ରସ୍ତାବିତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା , ପାନୀୟ ଜଳ ଯୋଗାଣ ପାଇଁ ଧାର୍ଯ୍ୟ ଅବଧି ଏବଂ ଅର୍ଥ ଆବଣ୍ଟନ ସହିତ ଏବେ ରାଜ୍ୟରେ ଦେଖାଦେଇଥିବା ଆଳୁ ସଙ୍କଟ ଭଳି ପ୍ରସଙ୍ଗରେ କ୍ୟାବିନେଟରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories