www.samajalive.in
Sunday, December 14, 2025
19.1 C
Bhubaneswar

ଆଜି ଶ୍ରୀଜୀଉଙ୍କ ବନକ ଲାଗି: ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଶ୍ରାବଣ ମାସ ଶୁକ୍ଳ ପକ୍ଷ ତୃତୀୟା ତିଥି। ଆଜି (ବୁଧବାର) ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କୁ ଦିବା ପହୁଡ଼ ଆଳତି କରାଯିବ। ଭିତରୁ ଜୟ ବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ଭିତରେ ପ୍ରବେଶ କରିବେ। ବିଭିନ୍ନ ପ୍ରାକୃତିକ ରଙ୍ଗରେ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ସମ୍ପନ୍ନ ପରେ ଠାକୁରଙ୍କୁ ମହାସ୍ନାନ ଏବଂ ବେଶ କରାଯିବ। ଏହାପରେ ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନ ଲାଗି, ବଡ଼ ସିଂହାର ବେଶ, ବଡ଼ ସିଂହାର ଭୋଗ ଏବଂ ରାତ୍ର ପହୁଡ଼ ନୀତି ଅନୁଷ୍ଠିତ ହେବ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories