www.samajalive.in
Tuesday, December 9, 2025
15.1 C
Bhubaneswar

ପୋଲ ଉପରେ ୧୦ଫୁଟର ବନ୍ୟା ଜଳ: ୩୦ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ବୌଦ୍ଧ : ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଗତ କିଛି ଦିନ ହେବ ଲଗାଣ ବର୍ଷା ଜାରି ରହିଛି। ସାରା ରାଜ୍ୟରେ  ତୁହାକୁ ତୁହା ବର୍ଷା ଲାଗିରହିଛି। ଯେଉଁଠାକୁ ଦେଖ, ସବୁଠି କେବଳ ପାଣି ଆଉ ପାଣି। ଲଗାଣ ବର୍ଷା ଜନଜୀବନକୁ ପୁରା ଅସ୍ତବ୍ୟସ୍ତ କରିପକାଇଛି। ଘର ଭିତରେ ବର୍ଷା ପାଣି ପଶିଯାଇଥିବାରୁ ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଛି। ବୌଦ୍ଧ କଣ୍ଟାମାଳ ସମଲେଶ୍ଵରୀ ନାଳ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି।  ଘଣ୍ଟାପଡା ମାଣ୍ଡିଆ ଯୋରରୁ ରେଗଡୁଲ କେନାଲ ପୋଲରେ ପାଣି ଚାଲୁଛି। ୧୦ଫୁଟର ପାଣି ଚାଲିଥିବାରୁ ୩୦ଟି ଗାଁକୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଛି। ଫଳରେ ସ୍ଥାନୀୟ ଲୋକେ ନାହିଁ ନଥିବା ସମସ୍ୟା ଭୋଗୁଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories