www.samajalive.in
Saturday, December 6, 2025
15.1 C
Bhubaneswar

୨୭ଟିକିଆ ହାତୀପଲଙ୍କ ଉତ୍ପାତ: ଘର କାନ୍ଥ ପଡି ଆଇ,ନାତୁଣୀ ଆହତ

କେନ୍ଦୁଝର: କେନ୍ଦୁଝର ସଦର ରେଞ୍ଜ କୁସୁମିତା ଗାଁରେ ହାତୀପଲଙ୍କ ଦୌରାତ୍ମ୍ୟ । ଗାଁରେ ଗତ କିଛି ଦିନ ହେବ ୨୭ ଟିକିଆ ହାତୀପଲ ଘର ଭାଙ୍ଗିବା ସହ ଧାନ ଚାଉଳ ନଷ୍ଟ କରିଥିବା ଦେଖିବାକୁ ମିଳିଛି। ଆଜି ସକାଳୁ ହାତୀ ପଲ ଗାଁରେ ପଶି ବ୍ୟାପକ ଧାନ ଫସଲ ନ​ଷ୍ଟ କରିବା ସହ ବହୁ ଘର ଭାଙ୍ଗି ଦେଇଛନ୍ତି। ଘର କାନ୍ଥ ପଡି ଆଇ , ନାତୁଣୀ ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ବିଭିନ୍ନ ସମୟରେ ହାତୀ ପଲ ଗାଁରେ ଉତ୍ପାତ ମଚାଉଥିବାବେଳେ ବନ ବିଭାଗ ହାତୀ ଘଉଡାଇବାରେ ସମ୍ପୂର୍ଣ୍ଣ ଫେଲ ମାରିଥିବା ଗାଁ ଲୋକେ ଅଭିଯୋଗ କରିଛନ୍ତି। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories