www.samajalive.in
Friday, December 12, 2025
17.1 C
Bhubaneswar

ବାଂଲାଦେଶରେ ହିନ୍ଦୁ ମନ୍ଦିର ଭଙ୍ଗାରୁଜା

ଢାକା : ବାଂଲାଦେଶ ମଧ୍ୟ ତଙ୍ଗାଇଲ ଜିଲାର ଏକ ହିନ୍ଦୁ ମନ୍ଦିରରେ ଭଙ୍ଗାରୁଜା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଦୁଇ ସମ୍ପ୍ରଦାୟ ମଧ୍ୟରେ ଗଣ୍ଡଗୋଳରୁ ମନ୍ଦିରରେ ଭଙ୍ଗାରୁଜା କରାଯାଇଥିବା ଅଭିଯୋଗ ହୋଇଛି।
ଢାକା ଟ୍ରିବ୍ୟୁନ୍‍ ଖବର ଅନୁସାରେ ଜିଲାର ବତ୍ରା ଗ୍ରାମର ଚିନ୍ତା ରଞ୍ଜନ ନାମକ ଜଣେ ବ୍ୟକ୍ତି ୨୦ ବର୍ଷ ତଳେ ଏହି ମନ୍ଦିର ନିର୍ମାଣ କରିଥିଲେ। ହେଲେ ସ୍ଥାନୀୟ ଅଞ୍ଚଳର କେତେକ ଲୋକ ସେହି ଜମିକୁ କବଜା କରିବା ପାଇଁ ପ୍ରୟାସ କରି ଆସୁଥିଲେ। ନିଜ ପ୍ରୟାସରେ ବିଫଳ ହେବା ପରେ ୮ରୁ ୯ ଜଣ ଲୋକଙ୍କ ଏକ ଗୋଷ୍ଠୀ ମନ୍ଦିର ଓ ମନ୍ଦିର ପ୍ରତିଷ୍ଠାତାଙ୍କ ଘର ଉପରେ ଆକ୍ରମଣ କରିଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories