୨୪ ଘଣ୍ଟାରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଗୋଟିଏ ପରେ ଗୋଟିଏ ଧାଡିବାନ୍ଧି ଆସିବାରେ ଲାଗିଛି ଲଘୁଚାପ । ୨୪ ଘଣ୍ଟା ଭିତରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡିଶା ନିକଟ ସମୁଦ୍ରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି ।

ଫ୍ଲିପକାର୍ଟରେ ସେଲ୍‌ ଆରମ୍ଭ ; ୮୦ ପ୍ରତିଶତ ରିହାତିରେ ମିଳୁଛି ସ୍ମାର୍ଟ ଫୋନ୍‌ ସହ ଏସବୁ..

prayash


ଟ୍ରପଲାଇନର ପ୍ରଭାବରେ ସାରା ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଗତ ୨୪ଘଣ୍ଟାରେ ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୋଳ, ବରଗଡ଼, କନ୍ଧମାଳ ଏବଂ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ବୌଦ୍ଧରେ ସବୁଠୁ ଅଧିକ ୧୪୫ମି.ମି ବର୍ଷା ରେକର୍ଡ କରାଯାଇଥିବାବେଳେ ଉଲୁଣ୍ଡା ୧୩୭ ମି.ମି ଏବଂ ବୀରମହାରାଜପୁରରେ ୧୧୧ ମି.ମି ବର୍ଷା ହୋଇଛି।

୧୬ ଅଗଷ୍ଟରୁ ରାହୁ ଚମକାଇବେ ଏହି ରାଶିଙ୍କ ଭାଗ୍ୟ: ସମସ୍ୟା ଦୂର ହୋଇ ମିଳିବ ଧନ..

Comments are closed.