www.samajalive.in
Monday, December 8, 2025
24.1 C
Bhubaneswar

ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନରେ ଢାକାରୁ ଫେରିଲେ ୨୦୫ ଭାରତୀୟ

ଡେସ୍କ: ବାଂଲାଦେଶରେ ଅଶାନ୍ତ ପରିସ୍ଥିତି ଏବଂ ସେଠାରେ ଭାରତୀୟଙ୍କ ଉପରେ ହେଉଥିବା ଆକ୍ରମଣ ଦୃଷ୍ଟିରୁ, କେନ୍ଦ୍ର ସରକାର ସେଠାରୁ ଭାରତୀୟମାନଙ୍କୁ ଫେରାଇ ଆଣିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସେହି କ୍ରମରେ ଆଜି ଢାକାରୁ ୨୦୫ ଜଣ ଭାରତୀୟଙ୍କୁ ଫେରାଇ ଅଣାଯାଇଛି। ଏୟାର ଇଣ୍ଡିଆ ଏୟାରଲାଇନସର ଏକ ସ୍ୱତନ୍ତ୍ର ବିମାନରେ ୬ ଜଣ ଶିଶୁ ଓ ୧୯୯ ବୟସ୍କଙ୍କୁ ଭାରତ ଅଣାଯାଇଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଗତ ଜୁଲାଇ ମାସରେ ବାଂଲାଦେଶରେ ସଂରକ୍ଷଣ ବିରୋଧୀ ପ୍ରଦର୍ଶନ ଆରମ୍ଭ ହେବା ପରେ ସେଠାରେ ଅଧ୍ୟୟନ କରୁଥିବା ଅଧିକାଂଶ ଭାରତୀୟ ଛାତ୍ରଛାତ୍ରୀ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରିଥିଲେ।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories