www.samajalive.in
Friday, December 12, 2025
16.1 C
Bhubaneswar

ପାରିବାରିକ କଳହକୁ ନେଇ ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ

ଯାଜପୁର : ପାରିବାରିକ କଳହକୁ ନେଇ ସ୍ତ୍ରୀର ଗଳା କାଟି ହତ୍ୟା କଲା ସ୍ବାମୀ ।  ମଙ୍ଗଳପୁର ଥାନା ମିଜାମପୁର ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ । ପାରିବାରିକ କଳହ ଯୋଗୁଁ ଉତ୍ୟକ୍ତ ହୋଇ ଛୁରିରେ ସ୍ତ୍ରୀର ଗଳା କାଟି ହତ୍ୟା କରିଛି ସ୍ବାମୀ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଅଭିଯୁକ୍ତକୁ ଅଟକ ରଖି ଆଗାମୀ ତଦନ୍ତ ଜାରି ରଖିଛି ପୁଲିସ ।

ବାର୍ ମାଲିକ ଓ ଏଜେଣ୍ଟ ଗିରଫ

- Advertisement -

 

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

Related Articles

Popular Categories