www.samajalive.in
Tuesday, December 9, 2025
16.1 C
Bhubaneswar

ଅଟୋ ଓଲଟି ୧୫ ଶ୍ରମିକ ଆହତ

ପାଟଣା: ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପଶି ନିକଟରେ ଏକ ଅଟୋ ଓଲଟି ୧୫ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଶ୍ରମିକଙ୍କ ଅବସ୍ଥା ଗୁରୁତର ରହିଛି। ଶ୍ରମିକମାନେ ସରାସପଶି ପଞ୍ଚାୟତ ବୃନ୍ଦାବନପୁର ଗ୍ରାମରୁ ଏକ ଅଟୋ ଯୋଗେ ସଦର ବ୍ଲକ ଅଞ୍ଚଳରୁ ବିଲ କାମ କରିବାକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଖବରପାଇ ଘଟଗାଁ ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ନାୟକ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଡ଼ାକ୍ତରଖାନା ପଠାଇବାର ବ୍ୟବସ୍ଥା କରିଥିଲେ। ପୁଲିସ ଦୁର୍ଘଟଣାର ତଦନ୍ତ କରୁଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories