www.samajalive.in
Monday, December 8, 2025
20.1 C
Bhubaneswar

ରେଳ ଧାରଣାରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର: ସମ୍ବଲପୁର ଜିଆରପି(ସରକାରୀ ରେଲଓ୍ବେ ପୁଲିସ) ଦ୍ୱାରା ସ୍ଥାନୀୟ ଶାସନରୁ ସରଲା ଷ୍ଟେସନ ମଧ୍ୟରେ ରେଳ ଧାରଣା ଉପରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଜିଆରପି ସୂଚନାନୁଯାୟୀ, ଗତ ରାତ୍ରିରେ ଏକ ଟ୍ରେନ ଧକ୍କାରେ ଶାସନରୁ ସରଲା ଷ୍ଟେସନ ମଧ୍ୟରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାର ଖବର ମିଳିଥିଲା । ଏଣୁ ଜିଆରପି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବୁର୍ଲାକୁ ନେବା ପରେ ଭିମସାରସ୍ଥିତ ଶବ ଗୃହରେ ସଂରକ୍ଷିତ ରଖାଯାଇଛି । ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ବେଳେ ମୃତକଙ୍କ ପରିଚୟ ଜିଆରପି ଖୋଜୁଛି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories