www.samajalive.in
Wednesday, December 10, 2025
26.1 C
Bhubaneswar

ବାଦଲ ଫଟା ବର୍ଷା ; ଭାସି ଯାଇ ୧୪ ମୃତ

ଶିମଲା : ହିମାଳଚ ପ୍ରଦେଶରେ ବାଦଲ ଫଟା ବର୍ଷା କାରଣରୁ ୧୪ ଜଣଙ୍କ ମୃତ୍ୟୁ ଘଟିଛି । ସାମେଜ ଓ ବାଗି ବ୍ରିଜ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ବର୍ଷାରେ ଭାସିଯିବାରୁ ଏଭଳି ଅଘଟଣ ଘଟିଛି । ଉଦ୍ଧାରକାର୍ଯ୍ୟରେ ଏନଡିଆରଏଫ ଟିମ୍‌ ରହିଥିବା ବେଳେ ଏଯାଏଁ ୧୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏହାସହ ୧୦ ଜଣ ନିଖୋଜ ଥିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଫିଲ୍ମରୁ କମ୍‌ ନୁହେଁ ; ଏଯାଏଁ ୯ ହତ୍ୟା, ସମସ୍ତେ ମହିଳା, ସମାନ ଶୈଳୀ,ବୁଲୁଛି ସିରିୟଲ କିଲର୍‌..

- Advertisement -

 

 

Hot this week

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

Related Articles

Popular Categories