www.samajalive.in
Thursday, December 11, 2025
13.1 C
Bhubaneswar

ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ସତର୍କତା ଜାରି, ନବରଙ୍ଗପୁରରେ ସର୍ବାଧିକ ୧୩୪ ମିମି ବର୍ଷା ରେକର୍ଡ

ଡେସ୍କ: ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ଆଗାମୀ ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହି ଜିଲ୍ଲା ଗୁଡିକ ହେଉଛି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼। ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ସେହିପରି ଭୀଷଣ ବର୍ଷା ନେଇ ଅଗଷ୍ଟ ୯ରେ ୫ଟି ଜିଲ୍ଲା ଓ ୧୩ରେ ୩ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁରରେ ସର୍ବାଧିକ ୧୩୪ ମି.ମି. ବର୍ଷା ରେକର୍ଡ଼ କରାଯାଇଛି। ସେହିପରି ସୁନ୍ଦରଗଡ଼ରେ ୯୫.୬ ମି.ମି. ବର୍ଷା ରେକର୍ଡ଼ କରାଯାଇଛି। ତେବେ ପାଣିପାଗ ବିଭାଗ ଆକଳନ ଅନୁଯାୟୀ, ରାଜ୍ୟରେ ଜୁନ୍‌‌ ୧ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ୬୧୪.୮ ପ୍ରତିଶତ ବର୍ଷା ରେକର୍ଡ଼ କରାଯାଇଥିଲେ ମଧ୍ୟ ସ୍ୱାଭାବିକ୍‌‌ ବର୍ଷା ତୁଳନାରେ ୬ ପ୍ରତିଶତ କମ୍‌‌ ବର୍ଷା ହୋଇଥିବା ଜଣାପଡିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories