www.samajalive.in
Monday, December 8, 2025
24.1 C
Bhubaneswar

ରେଳ ଧାରଣାରେ ଧସିଲା ମାଟି ଅତଡ଼ା

କଲ୍ୟାଣସିଂହପୁର: ରାୟଗଡ଼ାଠାରୁ କୋରାପୁଟ କେ.ଆର. ରେଳପଥରେ ଗୁରୁବାର କେଉଟଗୁଡାଠାରୁ ଶିକରପାଇ ରେଳ ଷ୍ଟେସନ ଟନେଲ ନମ୍ବର ୩୫ ନିକଟରେ ମାଟି ଅତଡ଼ା ଧସିଯାଇଛି। ଫଳରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଖବର ପାଇ ଘଟଣାସ୍ଥଳରେ ରେଳ କର୍ମଚାରୀ ପହଞ୍ଚି ଧାରଣାରୁ ମାଟି ଅତଡ଼ା ହଟାଇବା ପରେ ଏବେ ରେଳ ଚଳାଚଳ ସ୍ବାଭାବିକ ହୋଇଥିବା ସୂଚନା ମିଳିଛି। ଲଘୁଚାପଜନିତ ବର୍ଷା ହୋଇଥିବା ଯୋଗୁଁ ପାହାଡ଼ର ମାଟି ଧସି ରେଳ ଧାରଣା ଉପରେ ପଡିଯାଇଥିଲା।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories