www.samajalive.in
Sunday, December 7, 2025
26.1 C
Bhubaneswar

ପ୍ୟାରିସ ଅଲିମ୍ପିକ୍ସରେ ରୌପ୍ୟ ଜିତିଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ : ପ୍ୟାରିସ ଅଲିମ୍ପିକ୍ସରେ ନୀରଜ ଚୋପ୍ରା ରୌପ୍ୟ ପଦକ ଜିତିଛନ୍ତି ।  ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ନୀରଜ ୮୯.୪୫ ମିଟର ଜାଭେଲିନ୍ ଫିଙ୍ଗି ରୌପ୍ୟ ହାସଲ କରିଛନ୍ତି । ଏହା ସହିତ ପ୍ୟାରିସ ଅଲିମ୍ପିକ୍ସରେ ଦେଶ ପାଇଁ ପ୍ରଥମ ରୌପ୍ୟ ନୀରଜ ଆଣିଛନ୍ତି । ଏପର୍ଯ୍ୟନ୍ତ ଦେଶକୁ ହକି ଏବଂ ବନ୍ଧୁକ ଚାଳନାରେ କାଂସ୍ୟ ପଦକ ମିଳିଛି । ନୀରଜଙ୍କ ଏହି ସଫଳତା ପରେ ତାଙ୍କୁ ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ଶୁଭେଚ୍ଛା ଜଣାଇଛନ୍ତି । କହିରଖୁଛୁ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ନୀରଜ ଚୋପ୍ରା ସ୍ବର୍ଣ୍ଣ ପଦକ ଜିତିଥିଲେ  ।

ଭାରତ ଫେରିଲେ ମନୁ ଭାକର; ବିମାନବନ୍ଦରରେ ଜୋରଦାର ସ୍ୱାଗତ

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories