www.samajalive.in
Sunday, December 7, 2025
26.1 C
Bhubaneswar

ବର୍ଷେ ପରେ ସୂର୍ଯ୍ୟ କରିବେ ମହାଚଳନ: ସୁନା ଭଳି ଚମକାଇବେ ଏହି ରାଶିଙ୍କ ଭାଗ୍ୟ, ମିଳିବ ବଡ ସଫଳତା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଦେବତା ପ୍ରତ୍ୟେକ ମାସରେ ଚଳନ କରି ଥାଆନ୍ତି । ଏହିପରି ଭାବେ ସୂର୍ଯ୍ୟଦେବତା ଗୋଟିଏ ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ ରାଶି ଚକ୍ର ପୂରଣ କରି ଥାଆନ୍ତି । ଚଳିତ ମାସରେ ସୂର୍ଯ୍ୟ ଚଳନ କରି ସିଂହ ରାଶିରେ ପ୍ରବେଶ କରିବେ । ସିଂହ ରାଶିଙ୍କ ସ୍ୱାମୀ ସୂର୍ଯ୍ୟ ଦେବତା । ସୂର୍ଯ୍ୟ ୧୬ ଅଗଷ୍ଟ ୨୦୨୪ରେ ଚଳନ କରି ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଏହି ରାଶିରେ ରହିବେ । ଜାଣନ୍ତୁ ଏହି ସମୟରେ କେଉଁ ରାଶିଙ୍କ ଭାଗ୍ୟ ସୁନା ଭଳି ଚମକିବ..

ମେଷ – ସୂର୍ଯ୍ୟଙ୍କ ଚଳନ ମେଷ ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଖୁବ୍‌ ଶୁଭଙ୍କର । ଏହି ରାଶିର ବ୍ୟକ୍ତି ବିଶେଷ ଧନ ସଞ୍ଚୟ କରିବେ । ବିଶେଷ କରି ବ୍ୟବସାୟୀ ଲାଭବାନ୍‌ ହେବେ । ଆତ୍ମବିଶ୍ୱାସ ଓ ପରାକ୍ରମ ବୃଦ୍ଧି ପାଇବ।

- Advertisement -

ବୃଷ – ଏହି ରାଶି ବ୍ୟକ୍ତି ବିଶେଷଙ୍କ କର୍ମକ୍ଷେତ୍ରରେ ଉନ୍ନତି ହେବ । ଚାକିରିରେ ଉନ୍ନତି ହେବ । ଆୟରେ ବୃଦ୍ଧି ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ।

କୋଷ୍ଠକାଠିନ୍ୟ ସମସ୍ୟା ପାଇଁ ଚିନ୍ତିତ କି? କ୍ଷୀରରେ ଏହି ପତ୍ର ପକାଇ ପିଅନ୍ତୁ, ଦେଖନ୍ତୁ ଚମତ୍କାର..

ତୁଳା – ଏହି ରାଶି ବ୍ୟକ୍ତି ବିଶେଷ ଏହି ମାସରେ ଅଧିକ ଧନ ରୋଜଗାର କରିବାର ସୁଯୋଗ ପାଇବେ । ଚାକିରି-କର୍ମକ୍ଷେତ୍ରରେ ଉନ୍ନତି ହେବ।

ବିଛା – ଏହି ରାଶି ବ୍ୟକ୍ତି ବିଶେଷଙ୍କର ଚାକିରି ଓ ବ୍ୟବସାୟ ଉଭୟରେ ଲାଭ ହେବ । ଆୟରେ ବୃଦ୍ଧି ହେବ । ଟଙ୍କା ସଞ୍ଚୟ କରି ପାରିବେ । କରଜରୁ ମୁକ୍ତି ମିଳିବ । ଘରେ ସୁଖମୟ ସମୟ ଅତିବାହିତ କରିବେ।

ଭାଗ୍ୟଶାଳୀ ରାଶି : ମେଷ ଠାରୁ ମୀନ ଅଗଷ୍ଟ ୧୬ ପୂର୍ବରୁ କାହାର ଚମକିବ ଭାଗ୍ୟ..

କୁମ୍ଭ- ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ହଠାତ୍‌ ଧନ ଲାଭ ହେବ । ଚାକିରିରେ ପଦନ୍ନୋତି ସହ ନୂଆ ଚାକିରି ସୁଯୋଗ ରହିଛି।

ମୀନ – ଏହି ରାଶି ବ୍ୟକ୍ତି ବିଶେଷଙ୍କ ଆର୍ଥିକ ସ୍ଥିତି ମଜଭୁତ ହେବ । ନିବେଶ ପାଇଁ ଉତ୍ତମ ସମୟ ରହିଛି । ଯାନ, ଭୂମି କିଣିବାର ଯୋଗ ରହିଛି । ସମୟ ଆପଣଙ୍କ ପାଇଁ ଉତ୍ତମ ରହିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories