www.samajalive.in
Sunday, December 7, 2025
15.1 C
Bhubaneswar

ପ୍ରଧାନ ବଚାରପତିଙ୍କ ଇସ୍ତଫା, ଦ୍ଵିପ୍ରହର ପର୍ଯ୍ୟନ୍ତ ସମୟ ଦେଇଥିଲେ ବିକ୍ଷୋଭକାରୀ

ସମାଜ ଡିଜିଟାଲ ଡେସ୍କ: ବାଂଲାଦେଶ ପ୍ରଧାନ ବିଚାରପତି ଓବୈଦୁଲ ହସନ ଶନିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ବିକ୍ଷୋଭକାରୀମାନେ ଶନିବାର ସୁପ୍ରିମକୋର୍ଟ ଘେରାଉ କରିବା ସହିତ ତାଙ୍କୁ ପଦ ଛାଡ଼ିବାକୁ ୧ ଘଣ୍ଟା ସମୟ ଦେଇଥିଲେ। ଏହା ପରେ ଉପାୟଶୂନ୍ୟ ହୋଇ ପ୍ରଧାନ ବିଚାରପତି ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି।

ଦେଶରେ ଅନ୍ତରୀଣ ସରକାର ଗଠନ ହେବା ପରେ ପ୍ରଧାନ ବିଚାରପତି ସରକାରଙ୍କ ବିନା ପରାମର୍ଶରେ ସୁପ୍ରିମକୋର୍ଟ ବୈଠକ ଡକାଇ ଦେଇଥିଲେ। ଶନିବାର ବୈଠକ ହେବାର ଥିଲା। ଏହାକୁ ନେଇ ବିକ୍ଷୋଭକାରୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ପ୍ରଧାନ ବିଚାରପତି ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କୁ ସମର୍ଥନ କରୁଥିବା ଅଭିଯୋଗ କରି ବିକ୍ଷୋଭକାରୀମାନେ ସୁପ୍ରିମକୋର୍ଟ ବାହାରେ ବିକ୍ଷୋଭ କରିଥିଲେ। ଏହା ସହିତ ପ୍ରଧାନ ବିଚାରପତିଙ୍କ ସମେତ ସମସ୍ତ ବିଚାରପତି ଇସ୍ତଫା ଦେବାକୁ ଦାବି କରିବା ସହିତ ଏଥିପାଇଁ ଦ୍ଵିପ୍ରହର ପର୍ଯ୍ୟନ୍ତ ସମୟ ଦେଇଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories