www.samajalive.in
Friday, December 12, 2025
23.1 C
Bhubaneswar

ଅଗଷ୍ଟ ୧୫ରେ ଆସିବ ସୁଭଦ୍ରା ଯୋଜନା ଏସଓପି

ଭୁବନେଶ୍ବର: ସ୍ବାଧୀନତା ଦିବସ ଅବସରରେ ତଥା ଅଗଷ୍ଟ ୧୫ ତାରିଖରେ ସୁଭଦ୍ରା ଯୋଜନାର ଏସଓପି ତଥା ଏହାର ମାର୍ଗଦର୍ଶିକା ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟ ମନ୍ତ୍ରୀ କହିଛନ୍ତି ଯେ ସୁଭଦ୍ରା ଯୋଜନା ଏସଓପି ଅଗଷ୍ଟ ୧୫ ତାରିଖରେ ଆସିବ। ଏଥିରେ କିଏ ପାଇବେ ଏବଂ କିଏ ପାଇବେନି ତା’ର ଚିତ୍ର ସ୍ପଷ୍ଟ ହେବ। ଏହାର ମୋବିଲିଟି କ’ଣ ରହିବ ଓ ଫର୍ମାଟ ବାବଦରେ ଜଣଶପଡ଼ିବ। ତେଣୁ ମହିଳାଙ୍କୁ ଭ୍ରମିତ ନ ହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଆହ୍ବାନ ଦେଇଛନ୍ତି।

ସେପ୍ଟେ୍ବର ୧୭ରେ ସୁଭଦ୍ରା ରାଜ୍ୟରେ ଯୋଜନା ଲାଗୁ ହେବ। ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡ ହିଁ ଯଥେଷ୍ଟ। ତେବେ ଉଚ୍ଚ ବର୍ଗର ଲୋକ ଏଥିରୁ ବାଦ ପଡିପାରନ୍ତି। ବିଶେଷକରି ଯେଉଁମାନେ ଆୟକର ଦେଉଛନ୍ତି ସେମାନଙ୍କୁ ସରକାର ବାଦ ଦେଇପାରନ୍ତି। ତେବେ ଅଗଷ୍ଟ ୧୫ରେ ଏସଓପି ଆସିବା ପରେ ସୁଭଦ୍ରା ନେଇ ଚିତ୍ର ଆହୁରି ସ୍ପଷ୍ଟ ହେବ ବୋଲି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ପ୍ରକାଶ କରିଛନ୍ତି।

Hot this week

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

ଟସ୍ ଜିତିବା ପରେ ଭାରତ କରିଥିଲା ବଡ଼ ଭୁଲ: ଜାଣନ୍ତୁ କଣ କହିଲେ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌

ନ୍ୟୁ ଚଣ୍ଡିଗଡ଼: ମୁଲାନପୁରରେ ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ରେ...

କୌନ୍ ବନେଗା କରୋଡ଼ପତିରେ କଟକ ଝିଅ

କଟକ: କଟକବାସୀଙ୍କ ପାଇଁ ଗୌରବର ଆଣିଛନ୍ତି ବିଦ୍ୟାଧରପୁର ନିବାସୀ ଶୀତଲ ସ୍ନିଗ୍ଧା...

ଶୁକ୍ର ଗୋଚର: ବର୍ଷ ଶେଷରେ ଏହି ରାଶିଙ୍କ କ୍ୟାରିଅର, ରୋଜଗାର ହେବ ଦ୍ୱିଗୁଣିତ

ସମାଜ ଡିଜିଟାଲ ଡେସ୍କ: ୨୦ ଡିସେମ୍ବର ଶନିବାର ଦିନ ଶୁକ୍ର ଧନୁ...

ଏସ୍‌ଆଇଆର ପ୍ରସଙ୍ଗରେ ମମତାଙ୍କ ଧମକ

ତାଲିକାରୁ ଗୋଟିଏ ନାଁ ବାଦ ପଡ଼ିଲେ ବିଦ୍ରୋହ କଲକାତା : ନିର୍ବାଚନ କମିସନ...

Related Articles

Popular Categories