www.samajalive.in
Sunday, December 7, 2025
16.1 C
Bhubaneswar

ଶାହରୁଖଙ୍କୁ ଆଉ ଏକ ସଫଳତା, ପ୍ରଥମ ଭାରତୀୟ ଭାବେ ପାଇଲେ ଏହି ସମ୍ମାନ

ମୁମ୍ବଇ: ବଲିଉଡ଼ ବାଦଶାହ ଖାନଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ସଫଳତା। ଅଗଷ୍ଟ ୧୦ରେ ଅଭିନେତାଙ୍କୁ ଲୋକାର୍ନୋ ଚଳଚ୍ଚିତ୍ର ମହୋତ୍ସବର ୭୭ତମ ସଂସ୍କରଣରେ ଜୀବନବ୍ୟାପୀ ସାଧନା ପାଇଁ ତଥାକଥିତ ‘ପାର୍ଡୋ ଅଲା କାରିଏରା’ ସମ୍ମାନରେ ସମ୍ମାନିତ କରାଯାଇଛି। ପ୍ରଥମ ଭାରତୀୟ ଭାବେ ଶାହରୁଖ ଏହି ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଏହି ସମୟରେ ଅଭିନେତା ନିଜ ଚମତ୍କାରିତା ସହ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ। ମହୋତ୍ସବର ଅନେକ ଫଟୋ ସାମ୍ନାକୁ ଆସିଛି, ଯେଉଁଥିରେ ଶାହାରୁଖ ତାଙ୍କ ଉପସ୍ଥିତିରେ ସମସ୍ତଙ୍କୁ ପାଗଳ କରିଥିବାର ନଜର ଆସିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories