www.samajalive.in
Monday, December 8, 2025
27.1 C
Bhubaneswar

ଜାତୀୟ କୃମିନାଶକ ଦିବସ ପାଳିତ

ଗୁରୁଡ଼ିଝାଟିଆ: ବ୍ରହ୍ମପୁର ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଜାତୀୟ କୃମିନାଶକ ଦିବସ ପାଳିତ ହୋଇଛି। ବ୍ରହ୍ମପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଜାତୀୟ କୃମିନାଶକ ଦିବସରେ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦିଲ୍ଲିପ ଦାସ ଯୋଗଦେଇ କୃମି କିଭଳି ଭାବେ ନହେବ ଏହାର ପ୍ରତିକାର ଓ ଔଷଧ ସେବନର ବିଧି ସଂପର୍କରେ କହିବା ସହିତ କୃମିନାଶକ ଔଷଧ ପ୍ରଦାନ କରିଥିଲେ। ବ୍ଲକ କାର୍ଯ୍ୟକ୍ରମ ଅଧିକାରୀ କବିତା ରାଣୀ ଦାସ, ବିପିଏମ ଅପନ୍ନା ମହାପାତ୍ର, ବିଦ୍ୟାଳୟ ପ୍ରଧାନଶିକ୍ଷକ, ମହିଳା ସ୍ୱାସ୍ଥ୍ୟକର୍ମୀ ଚିନ୍ମୟୀ ପରିଜା ଓ ଆଶାକର୍ମ ବେବିନା ନାୟକ ପ୍ରମୁଖ ଉପସ୍ଥିତ ରହି ବିଦ୍ୟାର୍ଥୀମାନଙ୍କୁ ଔଷଧ ଖୁଆଇବା ସହ ପିଲାମାନଙ୍କୁ ବଣ୍ଟନ କରିଥିଲେ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories