www.samajalive.in
Wednesday, December 10, 2025
17.1 C
Bhubaneswar

ପରିବେଶ ସଚେତନତା କାର୍ଯ୍ୟକ୍ରମ ଗୋ ଗ୍ରୀନ ଆୟୋଜିତ

ସମ୍ବଲପୁର: ସମ୍ବଲପୁର ଚିଡିଆଖାନାରେ ପରିବେଶ ସଚେତନତା ନେଇ ଗୋ ଗ୍ରୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ହୀରାକୁଦ ୱାଇଲଡ ଲାଇଫ ଡିଏଫଓ ଅଂଶୁପ୍ରଜ୍ଞା ଦାଶଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆନ୍ତର୍ଜାତୀୟ ମାନ୍ୟତାପ୍ରାପ୍ତ ପ୍ରଶିକ୍ଷକ ଜୟପ୍ରକାଶ ଶତପଥୀ ଯୋଗ ଦେଇ ଗୋ ଗ୍ରୀନ – ସିମ୍ପଲି ଆଇଡିଆ ଫର୍ ଷ୍ଟୁଡେଣ୍ଟ ନେଇ ସଚେତନତା କରିଥିଲେ। ଏ ଅବସରରେ ସ୍ଥାନୀୟ ମହିଳା ମହାବିଦ୍ୟାଳୟର ଛାତ୍ରୀମାନେ କିପରି ନିଜେ ଗୋ ଗ୍ରୀନ ନେଇ କିପରି ନିଜର ଯୋଗଦାନ ଦେଇ ପାରିବେ ସେ ନେଇ ଶ୍ରୀ ଶତପଥୀ ସଚେତନତା କରିଥିଲେ। ବନ୍ୟପ୍ରାଣୀ ବିଭାଗର କିଶୋର ନାଏକ ଏବଂ କାର୍ଯ୍ୟକ୍ରମର ଅନ୍ୟତମ ସହଯୋଗୀ ମୋହିତ ନାଏକଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories