www.samajalive.in
Monday, December 8, 2025
13.1 C
Bhubaneswar

୧୦୯ ପ୍ରକାର ଅଧିକ ଉତ୍ପାଦନକ୍ଷମ ଜଳବାୟୁ ସହନଶୀଳ ବିହନ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ୧୦୯ଟି ଅଧିକ ଉତ୍ପାଦନକ୍ଷମ ଓ ଜଳବାୟୁ ସହନଶୀଳ ଫସଲ ପ୍ରଜାତିର ବିହନ ଉନ୍ମୋଚନ କରିବେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୃଷକ ଏବଂ ବୈଜ୍ଞାନିକମାନଙ୍କ ସହ ମଧ୍ୟ ଆଲୋଚନା କରିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ବିବୃତିରେ ସୂଚନା ଦେଇଛି ଯେ ୧୦୯ ପ୍ରକାର ମଧ୍ୟରେ ୬୧ଟି ଶସ୍ୟ ରହିଛି। ସେଥି ମଧ୍ୟରେ ବାଜରା, ତୈଳବୀଜ, ଡାଲିଜାତୀୟ ଫସଲ, ଆଖୁ, କପା, ଫାଇବର ଏବଂ ଅନ୍ୟାନ୍ୟ ସମ୍ଭାବ୍ୟ ଫସଲ ସମେତ ବିଭିନ୍ନ ଶସ୍ୟର ବିହନ ରହିଛି। ଉଦ୍ୟାନ କୃଷି ଫସଲରେ ବିଭିନ୍ନ ପ୍ରକାରର ଫଳ, ପନିପରିବା, ବୃକ୍ଷରୋପଣ ଫସଲ, କନ୍ଦ, ମସଲା, ଫୁଲ ଏବଂ ଔଷଧୀୟ ବୃକ୍ଷ ରହିଛି।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories