www.samajalive.in
Sunday, December 7, 2025
23.1 C
Bhubaneswar

ଯୁବତୀମାନଙ୍କ ସହ ନାଚୁଛନ୍ତି ଯୋଗୀ ଆଦିତ୍ୟନାଥ, ନକଲି ଭିଡିଓ ଭାଇରାଲକୁ ନେଇ ମାମଲା

ଲକ୍ଷ୍ନୌ : ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଏକ ନକଲି ଭିଡିଓ ଇଣ୍ଟରନେଟରେ ଭାଇରାଲ ହେଉଛି । ଏହି ମାମଲାରେ ଧର୍ମପାଳ ସିଂହ ଅଭିଯୋଗ କରିଛନ୍ତି, ଯେଉଁଥିରେ ନବୀନ ସିଂହ ନାମକ ଯୁବକଙ୍କ ଉପରେ ଅଭିଯୋଗ ଲାଗିଛି କି ସେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅପମାନଜନକ ଭିଡିଓ ପ୍ରସ୍ତୁତ କରି ପୋଷ୍ଟ କରିଛନ୍ତି । ଏହି ମାମଲାରେ ହଜରତଗଞ୍ଜ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତଙ୍କ ବିରୁଦ୍ଧରେ ଯାଞ୍ଚ ଆରମ୍ଭ କରିଦେଇଛି । ଅନ୍ୟପଟେ ଧର୍ମପାଳ ସିଂହ ନିଜ ଅଭିଯୋଗରେ ଜଣାଇଛନ୍ତି କି ନବୀନ ସିଂହ ସ୍କେଚନ ନାମକ ୟୁଟ୍ୟୁବ୍ ଚ୍ୟାନେଲରୁ ମୁଖ୍ୟମନ୍ତ୍ରୀଙ୍କ ନାଁ ଖରାପ କରିବାକୁ ଚେଷ୍ଟା କରାଯାଇଛି । ଏହି ଭିଡିଓ ସମସ୍ତଙ୍କ ଭାବନାକୁ ଆଘାତ ଦେଇଛି  ବୋଲି ସେ କହିଛନ୍ତି ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories