www.samajalive.in
Tuesday, December 9, 2025
15.1 C
Bhubaneswar

ଆଳୁ ଯୋଗାଣ ସମସ୍ୟା ନେଇ ମମତାଙ୍କ ସହ କଥା ହେଲେ ମୋହନ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ କଥା ହୋଇଛନ୍ତି। ଆଳୁ ଯୋଗାଣ ସମସ୍ୟା ସ୍ୱଭାବିକ କରିବାକୁ ମମତାଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅନ୍ୟପଟେ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ମମତା ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି।

ଆଳୁ ଟ୍ରକ୍ ଜଗିବାକୁ ଲାଗିଲା ସିସି ଟିଭି

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories