www.samajalive.in
Sunday, December 14, 2025
26.1 C
Bhubaneswar

କାର୍-ଅଟୋ ମୁହାଁମୁହିଁ ଧକ୍କା, ୫ ଆହତ

କୋରାପୁଟ : କୋରାପୁଟ ରାଣୀତୋଟା ଫାଣ୍ଡି ଛକରେ ସଡକ ଦୁର୍ଘଟଣା ଘଟି ୫ ଜଣ ଆହତ ହୋଇଛନ୍ତି । ଏକ କାର୍ ଓ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ୫ ଯାତ୍ରୀ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଲମତାପୁଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି ।

ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories