www.samajalive.in
Sunday, December 7, 2025
26.1 C
Bhubaneswar

ଶ୍ରାବଣ ମାସର ଚତୁର୍ଥ ସୋମବାର: ମହାଦେବଙ୍କୁ ଜଳଲାଗି କରୁଛନ୍ତି କାଉଡିଆ

ଭୁବନେଶ୍ଵର: ଆଜି ଶ୍ରାବଣ ମାସର ଚତୁର୍ଥ ସୋମବାର। ଏହି ଅବସରରେ ଜଳଲାଗି ପାଇଁ ଶିବ ମନ୍ଦିରରେ କାଉଡିଆଙ୍କ ର ଭିଡ ଲାଗିଛି। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଶିବ ମନ୍ଦିରରେ ଶ୍ରଦ୍ଧାଳୁମାନେ ପ୍ରବଳ ଭିଡ ଜମାଇଛନ୍ତି। ପ୍ରଭୁ ଲିଙ୍ଗରାଜ, ବାବା ଧବଳେଶ୍ଵର , ବାବା ଆଖଣ୍ଡଳମଣି ଓ ପୁରୀର ବାବା ଲୋକନାଥଙ୍କ ପୀଠ ସବୁଠି ହଜାର ହଜାର କାଉଡିଆଙ୍କ ସମାଗମ ହୋଇଛି। ନିଜ ନିଜର ମନସ୍କାମନା ପୂରଣ ଲାଗି ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରୁଛନ୍ତି କାଉଡିଆ। ବୋଲବମ୍ ନାରା ଗଗନପବନ ପ୍ରକମ୍ପିତ ହେଉଛି। ସେପଟେ ପ୍ରବଳ ଭକ୍ତଙ୍କ ସମାଗମକୁ ଦେଖି ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories