www.samajalive.in
Sunday, December 7, 2025
16.1 C
Bhubaneswar

ଦୁର୍ଘଟଣାରେ ଚାଲିଗଲା ୫ ଛାତ୍ରଙ୍କ ଜୀବନ

ସମାଜ ଡିଜିଟାଲ ଡେସ୍କ: ତାମିଲନାଡୁରେ ଏକ ସଡ଼କ ଦୁର୍ଘଟଣାରେ ୫ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଏହି ଛାତ୍ରମାନେ ଏକ କାର ଯୋଗେ ଯାଉଥିବାବେଳେ ଚେନ୍ନାଇ-ତିରୁପତି ଜାତୀୟ ରାଜପଥର ତିରୁଭେଲର ନିକଟରେ ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ କାରଟି ଭାଙ୍ଗି ଚୁରମାର ହୋଇଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ସହିତ ସ୍ଥାନୀୟ ଲୋକଙ୍କ ସହାୟତାରେ ୨ ଗୁରୁତର ଆହତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଛି। ମୃତ ଛାତ୍ରମାନଙ୍କ ପରିଚୟ ମିଳିପାରି ନ ଥିବାବେଳେ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ତାହା ଜଣାପଡ଼ିନାହିଁ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories