www.samajalive.in
Saturday, December 6, 2025
16.1 C
Bhubaneswar

ଭିଜିଲାନ୍ସ ଜାଲରେ ପୂର୍ବତନ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର: ଆରଆଣ୍ଡବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌‌। ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଚଢାଉ ହୋଇଥିବା ସୂଚନା ମିଳିିଛି। ଭୁବନେଶ୍ୱର, କଟକ ଓ ଝାରସୁଗୁଡା ସମେତ ଏକକାଳୀନ ୯ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ୱର ନୟାପଲ୍ଲୀର ଅର୍ପଣ ଆପାର୍ଟମେଣ୍ଟରେ ଥିବା ଘର, ଖଣ୍ଡଗିରିରେ ଥିବା ଫ୍ଲାଟ, ଝାରସୁଗୁଡାର ଆସିଆନା ଆପାର୍ଟମେଣ୍ଟରେ ଥିବା ଫ୍ଲାଟ, କଟକ ଆଠଗଡରେ ଥିବା ପୈତୃକ ଘର ସହି ତିଗିରିଆରେ ରହୁଥିବା ସମ୍ପର୍କୀୟଙ୍କ ଚଢାଉ କରୁଛି ଭିଜିଲାନ୍ସ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories