www.samajalive.in
Saturday, December 6, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ତିନି ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ତିନି ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ମୁଖ୍ୟମନ୍ତ୍ରୀ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶାର ଜାତୀୟ ରାଜପଥର ବିକାଶ ନେଇ ମଧ୍ୟ ଆଲୋଚନା କରିବେ ବୋଲି ସୂଚନା ରହିଛି। ଏହା ବ୍ୟତୀତ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଏକାଧିକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ର ନେତୃତ୍ଵଙ୍କୁ ମୋହନ ଭେଟିବାର କାର୍ଯ୍ୟକ୍ରମ ରହିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories