www.samajalive.in
Tuesday, December 9, 2025
23.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଶ୍ରାବଣ ମାସର ଚତୁର୍ଥ ସୋମବାର: ଜଳ ଲାଗି ପାଇଁ ରାଜ୍ୟର ବିଭିନ୍ନ ଶିବ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ.. ମନସ୍କାମନା ଆଶାରେ ଲମ୍ବା ଧାଡିରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳଲାଗି କରୁଛନ୍ତି କାଉଡିଆ.. ବୋଲବମ୍ ହରହର ବମ୍ ଧ୍ବନୀରେ ପ୍ରକମ୍ପିକ ଗଗନପବନ..

ଆଜି ଶୁଖିଲା ରହିବ ପାଗ.. ମଙ୍ଗଳବାର ପୁଣି ବଢିବ ବର୍ଷା.. ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ମଙ୍ଗଳବାର ପାଇଁ ରାଜ୍ୟର ୧୮ ଜିଲ୍ଲାକୁ ୟେଲୋ ସତର୍କତା ଜାରି..

ଦେଖନ୍ତୁ ଭିଡିଓ ; ଜ୍ୱାଇଁଙ୍କ ଭବ୍ୟ ସ୍ୱାଗତ ପାଇଁ ଶାଶୁ ତିଆରି କଲେ ୧୦୦ ପ୍ରକାରର ରାଜକୀୟ ଭୋଜନ

- Advertisement -

 

ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତିନି ଦିନିଆ ଦିଲ୍ଲୀ ଗସ୍ତ.. ଭାରତ ମଣ୍ଡପମ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ.. ଗସ୍ତ ଅବସରରେ ବହୁ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ଵଙ୍କୁ ଭେଟିବା କାର୍ଯ୍ୟକ୍ରମ..

ଦୁର୍ଲ୍ଲଭ ଯୋଗ : ଶ୍ରାବଣ ଶେଷ ସୋମବାର ପୂର୍ବରୁ ଏହି ରାଶିଙ୍କ ଭାଗ୍ୟ ଚମକାଇବେ ପ୍ରଭୁ ଶଙ୍କର, ମିଳିବ ହଠାତ୍‌ ଧନ..

 

 

ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ.. ଭୁବନେଶ୍ଵର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ.. ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ହେଉଛନ୍ତି ବିତ୍ତିହୋତ୍ର.. ୨୦୦୬ ମସିହାରେ ଜର୍ମାନ୍ ସହପାଠୀ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ନେଇ ଆସିଥିଲା ଅଭିଯୋଗ..

ଦେଖନ୍ତୁ ଭିଡିଓ ; ଏଠାରେ ସିଂହ ନିକଟରେ ଶୋଇବାକୁ ଆସନ୍ତି ପର୍ଯ୍ୟଟକ, ହୋଟେଲ୍‌ ନା ଆଉ କିଛି..

 

ଅଙ୍ଗନବାଡ଼ି ଦିଦିଙ୍କୁ ଖଣ୍ଡାରେ ଆକ୍ରମଣ.. କଳାପଥରସ୍ଥିତ ନୂଆଗାଁ-ଖଜୁରିପଦା ରାସ୍ତା ଚାରି ଛକରେ ସ୍କୁଟିରେ ଯାଉଥିବା ବେଳେ ଖଣ୍ଡାରେ ଆକ୍ରମଣ.. ଅଙ୍ଗନବାଡିକର୍ମୀ ଜଣକ ଅନୁଆରୀ ଗାଁର ଭାରତୀ ଜେନା ବୋଲି ଜଣାପଡ଼ିଛି.. ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି..

ପୂଜା ଖେଡ଼କରଙ୍କୁ ବଡ଼ ଆଶ୍ଵସ୍ତି.. ଅଗଷ୍ଟ ୨୧ ପର୍ଯ୍ୟନ୍ତ ଗିରଫଦାରୀ ଉପରେ ରୋକ୍ ଲଗାଇଲେ ଦିଲ୍ଲୀ ହାଇକୋର୍ଟ..

ପ୍ରଭାବଶୂନ୍ୟ ହେଲା ହିଣ୍ଡେନବର୍ଗ ରିପୋର୍ଟ.. ଷ୍ଟକ ବଜାରରେ ସେନ୍ସେକ୍ସ ଓ ନିଫ୍‌ଟି ଊର୍ଦ୍ଧ୍ବଗାମୀ.. ସୋମବାର ଶେୟାର ବଜାର ଖୋଲିବା ପରେ ବଢ଼ିଲା ଶେୟାର ମୂଲ୍ୟ..

Hot this week

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

Related Articles

Popular Categories