www.samajalive.in
Sunday, December 14, 2025
18.1 C
Bhubaneswar

ପ୍ରକାଶ ପାଇଲା ଏନଆଇଆରଏଫ ରାଙ୍କିଂ: ଆଇଆଇଟି ମାଡ୍ରାସ ଦେଶର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ, ଉତ୍କଳକୁ ମିଳିଲା ୪୨ତମ ସ୍ଥାନ

ନୂଆଦିଲ୍ଲୀ: ଆଜି ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ରାଙ୍କିଙ୍ଗ ଫ୍ରେମୱାର୍କ(ଏନଆଇଆରଏଫ) ୨୦୨୪ ରାଙ୍କି ତାଲିକା ପ୍ରକାଶ ପାଇଛି। ଏଥିରେ ଆଇଆଇଟି ମାଡ୍ରାସ ଦେଶର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ୧ ନମ୍ବରରେ ରହିଛି।  ଏହାକୁ ମିଶାଇ କ୍ରମାଗତ ଭାବେ ୮ମ ଥର ପାଇଁ ଆଇଆଇଟି ମାଡ୍ରାସ ଇଞ୍ଜିନିୟରିଂ କ୍ଷେତ୍ରରେ ସର୍ବଶ୍ରେଷ୍ଠ ସ୍ଥାନ ହାସଲ କରିଛି। ଓଭରଅଲ କ୍ୟାଟାଗୋରୀ ରାଙ୍କି ଶ୍ରେଷ୍ଠ ୧୦ରେ ଦେଶର ଜେଏନୟୁ ରହିଛି। ଏହି ଶିକ୍ଷାନୁଷ୍ଠାନ ୧୦ ନମ୍ବର ସ୍ଥାନରେ ରହିଛି। ଅପରପକ୍ଷରେ ଏଥର ଉତ୍କଳ ବିଶ୍ବବିଦ୍ୟାଳୟକୁ ୪୨ତମ ସ୍ଥାନ ମିଳିଛି।

- Advertisement -

ଏନଆଇଆରଫ ରାଙ୍କି ସମ୍ପୂର୍ଣ୍ଣ ଫଳାଫଳ ଜାଣିବା ପାଇଁ https://www.nirfindia.org/Rankings/2024/Ranking.htmlକୁ ଲଗଅନ କରନ୍ତୁ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories