www.samajalive.in
Monday, December 8, 2025
20.1 C
Bhubaneswar

ତପନ ମିଶ୍ର ‘ସମାଜ’ର ନୂଆ ସମ୍ପାଦକ, ଗୋପାଳ ମହାପାତ୍ର ଡିଜିଟାଲ ସମ୍ପାଦକ

କଟକ : ବରିଷ୍ଠ ସାମ୍ବାଦିକ ତପନ ମିଶ୍ର ‘ସମାଜ’ର ନୂତନ ସମ୍ପାଦକ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ଶ୍ରୀ ମିଶ୍ର ‘ସମାଜ’ର ସମ୍ପାଦନା ବିଭାଗରେ ଦୀର୍ଘ ୩୫ ବର୍ଷ କାମ କରିବା ସହ ବାର୍ତ୍ତା ସମ୍ପାଦକ ଭାବେ ଅବସର ଗ୍ରହଣ କରିଥିଲେ। ସେହିପରି ‘ସମାଜ’ ଡିଜିଟାଲ ମିଡିଆର ସମ୍ପାଦକ ଭାବେ ଭାରତୀୟ ସୂଚନା ସେବାର ଅବସରପ୍ରାପ୍ତ ଅଧିକାରୀ ତଥା ଦୂରଦର୍ଶନର ପୂର୍ବତନ ସମାଚାର ବିଭାଗର ନିର୍ଦେଶକ ଗୋପାଳକୃଷ୍ଣ ମହାପାତ୍ର ଦାୟିତ୍ବ ଗ୍ରହଣ କରିଛନ୍ତି। ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ‘ସମାଜ’ର ମୁଦ୍ରାକର ଓ ପ୍ରକାଶକ ଡ. ପ୍ରଭାସ ଆଚାର୍ଯ୍ୟଙ୍କ ଉପସ୍ଥିତିରେ ଉଭୟ ଆନୁଷ୍ଠାନିକ ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ନୂଆ ସମ୍ପାଦକଦ୍ବୟ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories