www.samajalive.in
Tuesday, December 9, 2025
16.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ..

ଆଜି ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ରଖିବେ ଓଡ଼ିଶାର ପକ୍ଷ..

- Advertisement -

ପଟ୍ଟାମୁଣ୍ଡାଇ: କୁମ୍ଭୀର ଟାଣି ନେଇଥିବା ମହିଳାଙ୍କ ମୃତଦେହ ଉଦ୍ଧାର..

ପେଣ୍ଠପାଳ ନିକଟ ବ୍ରାହ୍ମଣୀ ନଦୀରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର..

ଅଳପୁଆ ଗାଁରେ ସୋମବାର ବାସନ ମାଜୁଥିବାବେଳେ ଟାଣି ନେଇଥିଲା କୁମ୍ଭୀର..

‘ସମାଜ’ର ନୂତନ ସମ୍ପାଦକ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ସାମ୍ବାଦିକ ତପନ ମିଶ୍ର..

ଗୋପାଳ ମହାପାତ୍ର ହେଲେ ଡିଜିଟାଲ ସମ୍ପାଦକ..

କୋଲକାତାରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ଘଟଣାର ପ୍ରତିବାଦ..

ଆଜି ସାରା ଦେଶରେ ଓପିଡି ସେବା ବନ୍ଦ ରଖିବାକୁ ଫେଡେରେସନ୍ ଅଫ୍ ଅଲଇଣ୍ଡିଆ ମେଡିକାଲ ଆସୋସିଏସନର ଡାକରା..

ନୀରପେକ୍ଷ ତଦନ୍ତ ସହ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଏବଂ ଡାକ୍ତରଙ୍କ ସୁରକ୍ଷା ଦାବି..

ଦିନକ ପରେ ସାରା ଦେଶ ପାଳିବ ୭୮ତମ ସ୍ଵାଧୀନତା ଦିବସ: ଭୁବନେଶ୍ଵର ଗାନ୍ଧି ମାର୍ଗରେ ବ୍ୟାପକ ପ୍ରସ୍ତୁତି..

ରାଜ୍ୟସ୍ତରୀୟ ପରେଡ୍ ଲାଗି ସୁରକ୍ଷା ବଳ ପକ୍ଷରୁ ଗାନ୍ଧି ମାର୍ଗରେ ଫୁଲ୍ ଡ୍ରେସ୍ ରିହର୍ସାଲ..

ପୂର୍ବତନ କଂସ ମହାରାଜାଙ୍କ ପରଲୋକ..

ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ..

୭୦ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ପରଲୋକ..

ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ନିଲମ୍ବିତ..

୧୮ମାସ ପାଇଁ ନିଲମ୍ବିତ କଲା ବିଶ୍ୱ ବ୍ୟାଡମିଣ୍ଟନ ଫେଡେରେସନ..

୨୫ ଅଗଷ୍ଟରେ ଶୁକ୍ର କରିବେ ଚଳନ: ମୋତି ଭଳି ଏହି ରାଶିଙ୍କ ଭାଗ୍ୟ ଚମକାଇବେ..

ଆଣ୍ଟି ଡୋପିଂ ନିୟମ ଉଲ୍ଲଘଂନ ଅଭିଯୋଗରେ ନିଲମ୍ବିତ..

୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେଇପାରିବେନି ପ୍ରମୋଦ..

ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର ଗିରଫ..

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ..

ରଥଯାତ୍ରା ସମୟରେ ଆଡପ ପହଣ୍ଡି ବେଳେ ବଡ ଠାକୁର ପଡିଯିବା ଘଟଣା..

୩ ଜଣିଆ କମିଟିର ତଦନ୍ତ ଆରମ୍ଭ, ବଳଭଦ୍ରଙ୍କ ମୁଖ୍ୟ ବାଡ଼ଗ୍ରାହୀ, ଦଇତାପତି, ପ୍ରତିହାରୀ, ଖୁଣ୍ଟିଆ ସେବକ, ଜେଟିପିଙ୍କୁ ପଚରାଉଚରା..

Hot this week

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

Related Articles

Popular Categories