www.samajalive.in
Monday, December 8, 2025
24.1 C
Bhubaneswar

ଆଡପ ପହଣ୍ଡି ଅଘଟଣ : ୩ ଜଣିଆ କମିଟିର ତଦନ୍ତ ଆରମ୍ଭ

ପୁରୀ: ଆଡପ ପହଣ୍ଡି ବେଳେ ବଡ ଠାକୁରଙ୍କୁ ପକାଇ ଦେବା ଘଟଣାରେ ତଦନ୍ତ ଆରମ୍ଭ ହୋଇଛି। ଏକ ତିନି ଜଣିଆ କମିଟି ଘଟଣାରେ ତଦନ୍ତ କରୁଛି। ବଳଭଦ୍ରଙ୍କ ମୁଖ୍ୟ ବାଡ଼ଗ୍ରାହୀ, ଦଇତାପତି, ପ୍ରତିହାରୀ, ଖୁଣ୍ଟିଆ ସେବକ, ଜେଟିପିଙ୍କୁ ଡାକି ପଚରାଉଚରା ଜାରି ରହିଛି। ଏପରିକି ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀ ଓ ବରିଷ୍ଠ ଦଇତାପତି ସେବକଙ୍କୁ ମଧ୍ୟରେ ଘଟଣାରେ ପଚରାଉଚରା କରାଯାଇଛି। ରଥଯାତ୍ରା ସମୟରେ ତିନି ଠାକୁର ଗୁଣ୍ଡିଚା ମନ୍ଦିରକୁ ଆଡ଼ପ ପହଣ୍ଡି କରି ଯାଉଥିବାବେଳେ ବଡ ଠାକୁର ବଳଭଦ୍ର ଚାରମାଳ ଉପରେ ମୁହଁମାଡି ପଡି ଯାଇଥିଲେ । ଯାହାକୁ ନେଇ ପୁରା ରାଜ୍ୟରେ ଅନ୍ତୋଷ ଦେଖାଦେଇଥିଲା। ନୀଳାଦ୍ରି ବିଜେର ୧୦ ଦିନ ଭିତରେ ରିପୋର୍ଟ ଦେବାକୁ ନିର୍ଦେଶ ଥିଲା। ହେଲେ ଘଟଣାକୁ ୨୪ ଦିନ ବିତିଗଲାଣି ହେଲେ ଏଯାଏଁ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନି। ଯାହାକୁ ଗୁରୁତର ସହ ନେଇ ଆଜି ଏକ ୩ ଜଣିଆ ଟିମ୍ ଘଟଣାରେ ତଦନ୍ତ ଆରମ୍ଭ କରିଛନ୍ତି ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories