www.samajalive.in
Friday, December 5, 2025
17.1 C
Bhubaneswar

କଟକ ଏସସିବିରୁ ବଡ ଖବର; ରୋଗୀଙ୍କୁ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ

କଟକ : କଟକ ସ୍ଥିତ ଏସସିବି ମେଡିକାଲରୁ ମଙ୍ଗଳବାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୨ ଜଣ ରୋଗୀଙ୍କୁ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । କାର୍ଡିଓଲୋଜୀ ବିଭାଗର ଜଣେ ଡାକ୍ତର ଦୁଷ୍କର୍ମ କରିଥିବା ନେଇ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ ହୋଇଛି ।

ମିଳିଥିବା ସୂଚନାନୁଯାୟୀ, ଇସିଜି କରିବା ବାହାନାରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇ ଥିବା ବେଳେ ପୀଡିତାଙ୍କ ସମ୍ପର୍କୀୟଙ୍କ ଆକ୍ରମଣରେ ଡାକ୍ତର ଗୁରୁତର ହୋଇଛନ୍ତି । ଗୁରୁତର ଡାକ୍ତର ଏସସିବି ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି।

- Advertisement -

ଦୁଷ୍କର୍ମ ଅଭିଯୋଗ ନେଇ ଅତିରିକ୍ତ ଡିସିପି ପ୍ରତିକ୍ରିୟା ରଖିଛନ୍ତି ଯେ, ‘୧୬୧,୧୬୪ ଧାରାରେ ପୀଡିତାଙ୍କ ବୟାନ ରେକର୍ଡ କରାଯିବ । ପୀଡିତାଙ୍କ ବୟାନ ରେକର୍ଡ କରାଯାଇ ତଦନ୍ତ କରାଯିବ।

ସେଲଫି ନେଇ ଜୀବନ ହାରିଲେ ଦମ୍ପତି ; ଚିଠି ଲେଖିଲେ, ଏଥିପାଇଁ କଲେ ଆତ୍ମହତ୍ୟା..

 

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories