www.samajalive.in
Sunday, December 7, 2025
14.1 C
Bhubaneswar

ଶେଖ୍‌ ହସିନାଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ

ଢାକା: ଦେଶରୁ ବିତାଡ଼ିତ ହୋଇଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କ ନାଁରେ ହତ୍ୟା ମାମଲା ରୁଜୁ ହୋଇଛି। ଗତ ମାସରେ ହୋଇଥିବା ହିଂସାକାଣ୍ଡରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଶେଖ୍‌ ହସିନା ଏବଂ ଅନ୍ୟ ୬ ଜଣଙ୍କ ବିରୋଧରେ ଏକ ହତ୍ୟା ମାମଲା ରୁଜୁ ହୋଇଛି। ମଙ୍ଗଳବାର ଗଣମାଧ୍ୟମ ରିପୋର୍ଟରୁ ଏହି ଖବର ସାମ୍ନାକୁ ଆସିଛି। ବାଂଲାଦେଶରେ ହିଂସା ଏବଂ ସରକାର ଭାଙ୍ଗିବା ପରେ ଶେଖ୍ ହସିନାଙ୍କ ବିରୋଧରେ ଏହା ପ୍ରଥମ ମାମଲା। ବାଂଲାଦେଶୀ ଗଣମାଧ୍ୟମ ଅନୁଯାୟୀ, ଜୁଲାଇ ୧୯ରେ ପୁଲିସ ଗୁଳିରେ ନିହତ ହୋଇଥିବା ତେଜରାତି ଦୋକାନ ମାଲିକ ଅବୁ ସଇଦଙ୍କ ଶୁଭ ଚିନ୍ତକମାନେ ଏହି ମାମଲା ଦାୟର କରିଛନ୍ତି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories