www.samajalive.in
Tuesday, December 9, 2025
17.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଆଶାରାମଙ୍କୁ ମିଳିଲା ୭ ଦିନର ପାରୋଲ.. ରାଜସ୍ଥାନ ହାଇକୋର୍ଟ ଦେଲେ ନିର୍ଦ୍ଦେଶ..

ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ.. ଗଡ଼କରୀଙ୍କ ନିକଟରେ ରଖିଲେ ଦାବି..

- Advertisement -

ଆସନ୍ତାକାଲିଠାରୁ ଆରମ୍ଭ ହେବ ନିଟ୍ ୟୁଜି ୨୦୨୪ କାଉନସେଲିଂ.. ଉତ୍ତୀର୍ଣ୍ଣ ହୋଇଥିବା ଇଚ୍ଛୁକ ପ୍ରାର୍ଥୀମାନେ mcc.nic.in ୱେବସାଇଟରେ କରିପାରିବେ ଆବେଦନ..

ଶେଖ୍‌ ହସିନାଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ.. ଗତ ମାସରେ ହୋଇଥିବା ହିଂସାକାଣ୍ଡରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଶେଖ୍‌ ହସିନା ଏବଂ ଅନ୍ୟ ୬ ଜଣଙ୍କ ବିରୋଧରେ ରୁଜୁ ହୋଇଛି ହତ୍ୟା ମାମଲା..

ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ କଲକାତା ହାଇକୋର୍ଟ..

ଲୋକଙ୍କ ମତାମତ ପରେ ସାର୍ବଜନୀନ ହେବ ‘ସୁଭଦ୍ରା’ ଏସଓପି- କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା..

ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଚିଠି.. ଆଇନରେ ଥିବା ଅସଙ୍ଗତି ଦୂର ସହ ଆବଶ୍ୟକ ସଂଶୋଧନ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର..

ଏସସିବି ମେଡିକାଲରେ ଲଜ୍ଜା.. ୨ ଜଣ ରୋଗୀଙ୍କୁ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ.. କାର୍ଡିଓଲୋଜୀ ବିଭାଗର ଜଣେ ଡାକ୍ତର ଦୁଷ୍କର୍ମ କରିଥିବା ନେଇ ମଙ୍ଗଳାବାଗ ଥାନାରେ ଅଭିଯୋଗ..

ସକ୍ରିୟ ଘୂର୍ଣ୍ଣିବଳୟ: ୧୮ ଯାଏଁ ବର୍ଷା.. ୧୪ରୁ ୧୫ ତାରିଖ ଯାଏଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ ସମ୍ବଲପୁର ଜିଲାରେ ବର୍ଷା ପାଇଁ ସତର୍କତା ଜାରି..

ଦିନକ ପରେ ସାରା ଦେଶ ପାଳିବ ୭୮ତମ ସ୍ଵାଧୀନତା ଦିବସ.. ଭୁବନେଶ୍ଵର ଗାନ୍ଧି ମାର୍ଗରେ ବ୍ୟାପକ ପ୍ରସ୍ତୁତି.. ରାଜ୍ୟସ୍ତରୀୟ ପରେଡ୍ ଲାଗି ସୁରକ୍ଷା ବଳ ପକ୍ଷରୁ ଗାନ୍ଧି ମାର୍ଗରେ ଫୁଲ୍ ଡ୍ରେସ୍ ରିହର୍ସାଲ..

ପୂର୍ବତନ କଂସ ମହାରାଜାଙ୍କ ପରଲୋକ.. ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ.. ୭୦ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ପରଲୋକ..

ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ନିଲମ୍ବିତ.. ୧୮ମାସ ପାଇଁ ନିଲମ୍ବିତ କଲା ବିଶ୍ୱ ବ୍ୟାଡମିଣ୍ଟନ ଫେଡେରେସନ.. ଆଣ୍ଟି ଡୋପିଂ ନିୟମ ଉଲ୍ଲଘଂନ ଅଭିଯୋଗରେ ନିଲମ୍ବିତ..

ରଥଯାତ୍ରା ସମୟରେ ଆଡପ ପହଣ୍ଡି ବେଳେ ବଡ ଠାକୁର ପଡିଯିବା ଘଟଣା.. ୩ ଜଣିଆ କମିଟିର ତଦନ୍ତ ଆରମ୍ଭ, ବଳଭଦ୍ରଙ୍କ ମୁଖ୍ୟ ବାଡ଼ଗ୍ରାହୀ, ଦଇତାପତି, ପ୍ରତିହାରୀ, ଖୁଣ୍ଟିଆ ସେବକ, ଜେଟିପିଙ୍କୁ ପଚରାଉଚରା..

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories