www.samajalive.in
Sunday, December 14, 2025
17.1 C
Bhubaneswar

୧୧ପୁଲିସ କର୍ମଚାରୀ ନିଲମ୍ବିତ; ଗଞ୍ଜେଇ ମାଫିଆଙ୍କୁ ଛାଡିଦେବା ପଡିଲା ମହଙ୍ଗା

ସମାଜ ଡିଜିଟାଲ ଡେସ୍କ: ଗଞ୍ଜେଇ କାରବାରରେ ପୁଲିସ କର୍ମଚାରୀ ସଂପୃକ୍ତ ଥିବା ଅଭିଯୋଗ ହୋଇଛି। ଗଞ୍ଜେଇ ଜବତ କରିବା ପରେ ମାଫିଆଙ୍କୁ ଛାଡିଦେବା ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡିଛି। ଜବତ ଗାଡି ଏବଂ ମାଫିଆଙ୍କୁ ଛାଡିଦେବା ଅଭିଯୋଗରେ ୧୧ ପୁଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି କୋରାପୁଟ ଏସପି। ମାଛକୁଣ୍ଡ ଓ ଲମତାପୁଟ ଥାନାର ପୁଲିସ କର୍ମଚାରୀ ନିଲମ୍ବିତ ହୋଇଥିବା ସୂଚନା ମିଳିଛି। ୩ପୁଲିସ ଅଧିକାରୀଙ୍କ ସମେତ ମୋଟ ୧୧ଜଣ ପୁଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ୩ ସବଇନସ୍ପେକ୍ଟର, ଜଣେ ହେଡ କନଷ୍ଟେବଳ ଏବଂ ୨ଯବାନ, ୨ସବଇନ୍ସପେକ୍ଟର, ୨ହୋମଗାର୍ଡ ନିଲମ୍ବିତ ହୋଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories