www.samajalive.in
Friday, December 12, 2025
16.1 C
Bhubaneswar

ଭାଲୁ ଆକ୍ରମଣରେ ୨ ମହିଳା ଗୁରୁତର

ପାଟଣା: ପାଟଣା ବନାଞ୍ଚଳ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତ ହାତୀନୋଟା ଗ୍ରାମର ୨ ଜଣ ମହିଳା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ଭୋରରୁ ଶୌଚ ପାଇଁ ଘରୁ ବାହାରି ଥିବା ବେଳେ ଅତର୍କିତ ଭାବେ ୩ଟି ଭାଲୁ ଏହି ଦୁଇ ମହିଳାଙ୍କୁ ଆକ୍ରମଣ କରିଥିଲେ। ସେମାନଙ୍କ ଚିତ୍କାର ଶୁଣି ଲୋକେ ଠେଙ୍ଗା ବାଡ଼ି ଧରି ପହଞ୍ଚିବାରୁ ଭାଲୁ ସ୍ଥାନ ଛାଡି ପଳାଇ ଥିଲେ। ଗୁରୁତର ମହିଳା ଦ୍ବୟ ଜଗବନ୍ଧୁ ମହାନ୍ତଙ୍କ ସ୍ତ୍ରୀ ଜାଗିରୀ ମହାନ୍ତ ଓ ମକରଧ୍ବଜ ମହାନ୍ତଙ୍କ ସ୍ତ୍ରୀ ଗୋଲାପ ମହାନ୍ତ ବୋଲି ଜଣାପଡିଛି। ଉଭୟଙ୍କୁ ରୋଗିଯାନରେ ପାଟଣା ଡାକ୍ତରଖାନା ଅଣାଯାଇ ଚିକିତ୍ସା କରାଯାଉଥିବା ପାଟଣା ବନପାଳ ସୂଚନା ଦେଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

Related Articles

Popular Categories