www.samajalive.in
Tuesday, December 9, 2025
16.1 C
Bhubaneswar

ବିଧାୟକ ଲକ୍ଷ୍ମଣ ବାଗଙ୍କୁ କେ.ଭି.ମହାବିଦ୍ୟାଳୟରେ ସମ୍ବର୍ଦ୍ଧନା

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିସ୍ଥିତ କେ.ଭି. ମହାବିଦ୍ୟାଳୟରେ ବୁଧବାର ଦିନ ନବ ନିର୍ବାଚିତ ବିଧାୟକ ଶ୍ରୀ ଲକ୍ଷ୍ମଣ ବାଗଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ମହାବିଦ୍ୟାଳୟସ୍ଥିତ ସଭା ଗୃହରେ ଏହି ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ପଦ୍ମଲୋଚନ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବିଧାୟକ ଲକ୍ଷ୍ମଣ ବାଗ (ମୁଖ୍ୟ ଅତିଥୀ) ସମ୍ମାନିତ ଅତିଥୀଭାବେ ଯୁକ୍ତ ଦୁଇ ଭାରପ୍ରାପ୍ତ ଅଧ୍ୟକ୍ଷ ରାଜେଶ ମହାନ୍ତି, ବରିଷ୍ଠ ପ୍ରାଧ୍ୟାପିକା ସବିତା ମହାପାତ୍ର ମଞ୍ଚାସୀନ ଥିଲେ।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories