www.samajalive.in
Monday, December 8, 2025
20.1 C
Bhubaneswar

୨୦୪୭ ସୁଦ୍ଧା ବିକଶିତ ଭାରତ – ମୋଦୀ

ନୂଆଦିଲ୍ଲୀ – ଦେଶ ଆଜି ୭୮ ତମ ସ୍ୱାଧୀନତା ଦିବସ ପାଳନ କରୁଛି । ଏହି ଅବସରରେ ଲାଲ୍‌କିଲ୍ଲାରେ ପ୍ରଧାନମନ୍ତ୍ରୀ ମୋଦୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଦେଶବାସୀଙ୍କୁ ଉଦ୍‌ବୋଧନ ଦେବା ଅବସରରେ ୨୦୪୭ ସୁଦ୍ଧା ଭାରତ ବିକଶିତ ଦେଶରେ ପରିଣତ ହେବ ବୋଲି ସେ ପ୍ରକାଶ କରିଛନ୍ତି । ସ୍ବାଧୀନତା ସଂଗ୍ରାମୀମାନେ ଅନେକ ବଳିଦାନ ଦେଇ ଦେଶକୁ ସ୍ୱାଧୀନ କରିଛନ୍ତି । ଏବେ ୧୪୦ କୋଟି ଜନତା ଦେଶକୁ ବିକଶିତ କରିପାରିବେ ବୋଲି ସେ କହିଛନ୍ତି । ଦେଶବାସୀ ଉନ୍ନତି ଏବଂ ପ୍ରଗତିର ସଙ୍କଳ୍ପ ନେଇ ଆଗକୁ ବଢିପାରିବେ ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories