www.samajalive.in
Monday, December 8, 2025
27.1 C
Bhubaneswar

ପ୍ରବଳ ବର୍ଷା ସମ୍ଭାବନା, ୧୨ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟାରେ ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡକୁ ସତର୍କ ରହିବାକୁ ସୂଚନା ଦିଆଯାଇଛି ।

କୋଇଲା ବୋଝେଇ ଟ୍ରକ ଅଟକ

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories