www.samajalive.in
Sunday, December 7, 2025
18.1 C
Bhubaneswar

ଉତ୍ତର ଓଡିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଦୁଇ ତିନି ଦିନ ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡକୁ ମୁହାଁଇବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ୨୪ ଘଣ୍ଟାରେ ବିସ୍ତୃତି ବର୍ଷା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଉତ୍ତର ଓଡିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି। ସେପଟେ ଲଘୁଚାପ ପ୍ରଭାବରେ ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।  ଆଜି ପାଇଁ ୧୨ ଜିଲାକୁ  ଅରେଞ୍ଜ ସତର୍କତା ଜାରି କରାଯାଇଚି। ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, କୋରାପୁଟ, ଦେବଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।  ଆସନ୍ତା ୨୦ ତାରିଖ ଯାଏଁ ବର୍ଷା ଲାଗି ରହିବା ନେଇ ସୂଚନା ରହିଛି।

Hot this week

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

Related Articles

Popular Categories