www.samajalive.in
Monday, December 8, 2025
13.1 C
Bhubaneswar

ତାଲା ବନ୍ଦ ଘରୁ ଲୁଟିଲେ ଦୁର୍ଵୃତ୍ତ

ଗୋପାଳପୁର: ଗୋପାଳପୁର ଥାନା ଇଲାକାରେ ଦିନକୁ ଦିନ ଚୋରି ରାହାଜାନୀ ଭଳି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ବିଳମ୍ବିତ ରାତିରେ ରଙ୍ଗେଇଲୁଣ୍ଡା ଗାଁ​‌ରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି। ରଙ୍ଗେଈଲୁଣ୍ଡା ଗାଁର ଡ଼ି. କୃଷ୍ଣ ଚନ୍ଦ୍ର ପାତ୍ର ଗତ ରବିବାର କୌଣସି ଏକ କାମରେ ସପରିବାର ସହ ବିଶାଖାପାଟଣା ଯାଇଥିଲେ। ରାତିରେ ତାଲା ବନ୍ଦ ଥିବା ଦେଖି କିଛି ଦୁର୍ବୁତ୍ତ ଟଙ୍କା, ସୁନା ଗହଣା ଏବଂ ଅନେକ ମୂଲ୍ୟବାନ୍ ସାମଗ୍ରୀ ଲୁଟି ନେଇଥିଲେ। ଏ ନେଇ ଥାନାରେ ଅଭିଯୋଗ ମଧ୍ୟ ହୋଇଛି। ପୁଲିସ ଏବଂ ସାଇଟିଫିକ ଟିମ ଘଟଣା ସ୍ଥଳକୁ ଯାଇ ତଦନ୍ତ ଜାରି ରଖିଛନ୍ତି।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories