www.samajalive.in
Wednesday, December 10, 2025
26.1 C
Bhubaneswar

ଡେଲିଭରି ବୟକୁ ଆକ୍ରମଣ ଘଟଣା: ଦୁଇ ଅଭିଯୁକ୍ତ ଗିରଫ

ଦେଓଗାଁ: ଡେ଼ଲିଭରି ବୟ କୁ ବୁଝାଲି ଆକ୍ରମଣ ଘଟଣା। ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ୍। ମିଳିଥିବା ସୂଚନା ଅନୁସାରେ ଦେଓଗାଁ ଥାନା ଅନ୍ତର୍ଗତ ସିକୁଆଁ ମୁରସିଂ ରାସ୍ତା ରେ ଫ୍ଲିଫକାର୍ଡ ଡେଲିଭରି ବୟ ଶ୍ରୀତମ ସୁନା ଯାଉଥିବାବେଳେ କିଛି ଦୁର୍ବୁତ୍ତ ତାଙ୍କୁ  ଅଟକାଇ ଟଙ୍କା ମାଗିଥିଲେ। କିନ୍ତୁ ଟଙ୍କା ଦେବାକୁ ମନା କରିବାରୁ ଯୁବକମାନେ ଏକ ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କରିଥିଲେ। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଥିଲା। ପରେ ଘଟଣାରେ ସମ୍ପୃକ୍ତ ଥିବା ଦୁଇ ଅଭିଯୁକ୍ତ ଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ଗୋଟିଏ ବାଇକ୍ , ଭୁଜାଲି ଏବଂ ନଗଦ କିଛି ଟଙ୍କା ଜବତ କରିଥିଲା। ଏ ନେଇ ସୂଚନା ଦେଇଛନ୍ତି ଦେଓଗାଁ ଥାନା ଅଧିକାରୀ ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories