www.samajalive.in
Tuesday, December 9, 2025
17.1 C
Bhubaneswar

ବ୍ଲକସ୍ତରୀୟ ବ୍ରୁସେଲୋସିସ ରୋଗ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ରାମନାଗୁଡ଼ା: ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟ ପରିସର ମଧ୍ୟରେ ଜାତୀୟ ପ୍ରାଣୀ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଅଧୀନରେ ବ୍ଲକସ୍ତରୀୟ ବ୍ରୁସେଲୋସିସ ରୋଗ ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାମନାଗୁଡ଼ା ବ୍ଲକର ୧୨ଟି ପଞ୍ଚାୟତରୁ ୩୦ ଜଣ ଗୋପାଳକ ଯୋଗଦାନ କରିଥିଲେ। ଗୁଣୁପୁର ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ଆଲୋକ କୁମାର ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ରାମନଗୁଡା ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର କୃଷ୍ନାନନ୍ଦ ବେହେରା ସମସ୍ତଙ୍କୁ ସ୍ବାଗତ କରିବା ସହିତ ବ୍ରୁସେଲୋସିସ ରୋଗ ଉପରେ ଆଲୋକପାତ କରିଥିଲେ। ତାପରେ ଡାକ୍ତର ଆଲୋକ କୁମାର ଆଚାର୍ଯ୍ୟ ଏହି ରୋଗର କାରଣ, ଲକ୍ଷଣ ଓ ଏହାର ନିରାକରଣ ପାଇଁ ପ୍ରତିଷେଧକ ବ୍ୟବସ୍ଥା (ଟୀକା) ଶ୍ରେୟସ୍କର ବୋଲି ମତ ପ୍ରକାଶ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories