www.samajalive.in
Sunday, December 7, 2025
14.1 C
Bhubaneswar

ମହିଳା ଡାକ୍ତରଙ୍କୁ ହତ୍ୟା ମାମଲାରେ ତୀବ୍ର ପ୍ରତିବାଦ

ଗୋପାଳପୁର: କୋଲକାତାର ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ନିଷ୍ଟ ବିଶ୍ୱବିଦ୍ୟାଳୟ ପରିସରରେରେ ତୀବ୍ର ପ୍ରତିବାଦ ଦେଖାଦେଇଛି। ବିଶ୍ୱବିଦ୍ୟାଳୟର ଏନଏସଏସ କ୍ଳବ ଏବଂ ଆଡ଼ କ୍ଳବ ତରଫରୁ ଛାତ୍ର ଛାତ୍ରୀ ମାନେ କବିତା, ଅଭିନୟ ନାଟକ କରି ବିରୋଧ ପ୍ରଦର୍ଶନ କରିଥିଲେ। ସାକ କୋଅର୍ଡିନେଟର ପ୍ର. ସରୋଜ ପାଢ଼ୀଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଭାରପ୍ରାପ୍ତ କୁଳପତି ଡ଼. ପି. ରାଜେଶ କୁମାର, ପ୍ରଶାସନ ମୁଖ୍ୟ ଇଂ ସୟଦ ସୁଲେମାନ ଅଲି, ଭାରପ୍ରାପ୍ତ କୁଳସଚିବ  ଡଃ ବିଷ୍ଣୁକର  ନାୟକ, ହଷ୍ଟେଲ ସୁପେରିଟେଣ୍ଡଣ୍ଟ ଡ଼. ସସ୍ମିତା ପାଢ଼ୀ ଛାତ୍ରଛାତ୍ରୀଙ୍କୁ ଉପଦେଶ ଦେଇଥିଲେ।  ଏହାପରେ ମୃତ ଆତ୍ମାର ସଦଗତି ପାଇଁ ମହମବତୀ ଧରି ଛାତ୍ରଛାତ୍ରୀ ମାନେ ବିଶ୍ୱବିଦ୍ୟାଳୟ ପରିସରରେ ଶୋଭାଯାତ୍ରା କରିଥିଲେ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories