www.samajalive.in
Tuesday, December 9, 2025
15.1 C
Bhubaneswar

କୋଲକାତା ଡାକ୍ତର ଦୁଷ୍କର୍ମ ଓ ହତ୍ୟା ଘଟଣା – ସଞ୍ଜୟ ରାୟଙ୍କ ମାନସିକ ପରୀକ୍ଷା କରିବ ସିବିଆଇ

ଡେସ୍କ: କୋଲକାତା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ଅଭିଯୁକ୍ତ ସଞ୍ଜୟ ରାୟଙ୍କ ମାନସିକ ଆକଳନ କରିବ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ। ଦିଲ୍ଲୀର ସେଣ୍ଟ୍ରାଲ ଫରେନସିକ୍ ସାଇନ୍ସ ଲାବୋରେଟୋରୀ (ସିଏଫଏସଏଲ)ର ମାନସିକ ଓ ଆଚରଣ ବିଶ୍ଳେଷକଙ୍କ ଏକ ଟିମ୍ କୋଲକାତାରେ ପହଞ୍ଚି ଆବଶ୍ୟକ ପରୀକ୍ଷା କରିଛନ୍ତି। ସିବିଆଇ ରାୟଙ୍କୁ ପୂର୍ବରୁଗିରଫ କରିସାରିଛି।

ଅନ୍ୟପକ୍ଷରେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ଡାକ୍ତର ସନ୍ଦୀପ ଘୋଷଙ୍କୁ ଗତକାଲି ଲଗାତାର ଦ୍ବିତୀୟ ଦିନ ପାଇଁ ସିବିଆଇ ଅନେକ ଘଣ୍ଟା ଧରି ପଚରାଉଚରା କରିଥିଲା। ତାଙ୍କୁ ପୁଣି ଥରେ ପଚରାଉଚରା ପାଇଁ ସିବିଆଇ କାର୍ଯ୍ୟାଳୟକୁ ଡକାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories