www.samajalive.in
Sunday, December 7, 2025
26.1 C
Bhubaneswar

ଭ୍ୟାନ୍ ଓଲଟି ୫ ମହିଳା ଶ୍ରମିକ ଆହତ

ଆନନ୍ଦପୁର : ଭ୍ୟାନ୍ ଓଲଟି ୫ ମହିଳା ଶ୍ରମିକ ଆହତ ହୋଇଛନ୍ତି । ଶ୍ରମିକମାନେ ବିଲରୁ କାମ ସାରି ଫେରିବା ସମୟରେ ଆନନ୍ଦପୁର-କରଞ୍ଜିଆ ରାସ୍ତାର ଗୋଡଭଙ୍ଗା ନିକଟରେ ସଡକ ଦୁର୍ଘଟଣା ଫଳରେ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଆନନ୍ଦପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

 

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories