www.samajalive.in
Monday, December 8, 2025
13.1 C
Bhubaneswar

ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତାକାଲି ଅଗଷ୍ଟ ୧୯ ତାରିଖ(ସୋମବାର)ରେ ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ ବୋଲି ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

Related Articles

Popular Categories